ଭୁବନେଶ୍ବର: ରୋଷେଇଶାଳର ଅତି ଗୁରୁତ୍ବପୂର୍ଣ୍ଣ ପରିବା ‘ଆଳୁ’ ସଂକଟର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି। ଆଳୁ ମିସନ ଅବଧିକୁ ୩ ବର୍ଷ ବୃଦ୍ଧି କରିଛନ୍ତି। ଏଥି ସହିତ ରାଜ୍ୟରେ ଆଳୁ ଉତ୍ପାଦନ ବଢ଼ାଇବା ପାଇଁ ଉତ୍ତରପ୍ରଦେଶ ଏବଂ ପଞ୍ଜାବରୁ ବିହନ ଆଣିବାକୁ ନିଷ୍ପତ୍ତି ନେଇଛନ୍ତି। ଉଦ୍ୟନକୃଷି ନିର୍ଦେଶକଙ୍କ ନେତୃତ୍ୱରେ ଏକ ଟିମ୍ କୋଲକାତା ଯାଇଛନ୍ତି। ଏହି ଟିମ୍ ପଶ୍ଚିମବଙ୍ଗ ଶୀତଳ ଭଣ୍ଡାରର ସ୍ଥିତି ଅନୁଧ୍ୟାନ କରିବେ।
ଆଳୁ ମିସନ: ୩ ବର୍ଷ ଅବଧି ବଢ଼ାଇଲେ ରାଜ୍ୟ ସରକାର
Shares: